ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୪ ଗିରଫ, ୮୧୨ ବାହନ ଜବତ desk February 22, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୧୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୯୨,୩୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Corona Continue Reading Previous: ସ୍କୁଲରେ କରୋନା କଟକଣାକୁ କଡ଼ାକଡ଼ି କରିବାକୁ ଡିଇଓମାନଙ୍କୁ ନିର୍ଦ୍ଦେଶ Next: ଗୋଟିଏ ଦିନରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 10 November 2025 Important news 1 min read ଓଡିଶା Indo Kaling Times 10 November 2025 Important news November 10, 2025 ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ୍ସେବା ଦିବସ ପାଳିତ ଓଡିଶା ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ୍ସେବା ଦିବସ ପାଳିତ November 10, 2025 ବନ୍ତ ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ଉତ୍ସବ ଲକ୍ଷ୍ୟ ପଥ ଲମ୍ବା ନ ହୋଇ କର୍ମ ପଥ ଦୀର୍ଘ ହେଉ-ସାଂସଦ ଅଭିମନ୍ୟୁ ଓଡିଶା ବନ୍ତ ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ଉତ୍ସବ ଲକ୍ଷ୍ୟ ପଥ ଲମ୍ବା ନ ହୋଇ କର୍ମ ପଥ ଦୀର୍ଘ ହେଉ-ସାଂସଦ ଅଭିମନ୍ୟୁ November 10, 2025