-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫

ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୧୦୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୬୩୧ ରହିଛି ।