ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୯ ଗିରଫ, ୮୩୯ ବାହନ ଜବତ desk February 23, 2021 ଭୁବନେଶ୍ୱର,ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୯ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୩୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୬୮,୭୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Corona Continue Reading Previous: ଆର୍ଯ୍ୟପଲ୍ଲୀ ଠାରେ ସମୁଦ୍ରଭିତିକ ମାଛଧରା ବନ୍ଦର (ଫିସିଙ୍ଗ ହାର୍ବର) ପ୍ରତିଷ୍ଠା ପ୍ରସ୍ତାବ : ଡ଼ି.ପି.ଆର. ପ୍ରସ୍ତୁତି ଚାଲିଛି : ଦୁଇ ଜଣିଆ ବୈଜ୍ଞାନିକ ଟିମ୍ ସ୍ଥିତି ଅନୁଧ୍ୟାନ କରି ଫେରିଲେNext: ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ବ୍ୟକ୍ତିଗତ ଡିଜିଟାଲ୍ ତଥ୍ୟ ସୁରକ୍ଷା (DPDP) ଆଇନ, ୨୦୨୩ ଉପରେ ଏକ ଦିନିକିଆ କର୍ମଶାଳା ଆୟୋଜିତ 1 min read ଓଡିଶା ବ୍ୟକ୍ତିଗତ ଡିଜିଟାଲ୍ ତଥ୍ୟ ସୁରକ୍ଷା (DPDP) ଆଇନ, ୨୦୨୩ ଉପରେ ଏକ ଦିନିକିଆ କର୍ମଶାଳା ଆୟୋଜିତ November 29, 2025 ECINet ଡିଜିଟାଲ୍ ପ୍ଲାଟଫର୍ମକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ଆହ୍ୱାନ କରିଛି ମତାମତ 1 min read ଓଡିଶା ECINet ଡିଜିଟାଲ୍ ପ୍ଲାଟଫର୍ମକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ଆହ୍ୱାନ କରିଛି ମତାମତ November 29, 2025 ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ 1 min read ଓଡିଶା ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ November 29, 2025