
ଭୁବନେଶ୍ୱର, ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଏବେ ଖୋଲିବ ନାହିଁ । ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ।
ସେ କହିଛନ୍ତି ଯେ ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତି ହୋଇନି । ଅ ମହାରାଷ୍ଟ୍ର, ଗୁଜରାଟ ଭଳି କିଛି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଛି । ଏହାକୁ ଦୃଷ୍ଟିରେ ରଖି ବିଚାର ବିମର୍ଶ କରି ଏପରି ନିଷ୍ପତି ନିଆଯାଇଛି । ପୂର୍ବରୁ ନବମ, ଦଶମ, ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ଖୋଲିଛି । ଅନ୍ୟ ଶ୍ରେଣୀର କ୍ଲାସ୍ ପାଇଁ କୌଣସି ନିଷ୍ପତି ହୋଇନଥିବା ସେ ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO