ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଇଆଇଟି ଖଡଗପୁରର ୬୬ ତମ ସମାବର୍ତନ ଉତ୍ସବକୁ ସମ୍ବୋଧିତ କରିବେ । ଏହି ଅବସରରେ ପଶ୍ଚିମବଙ୍ଗର ରାଜ୍ୟପାଳ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।
Related Stories
May 9, 2024