

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୬ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି ।
କଟକ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧, ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନବରଙ୍ଗପୁର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା