
ଭୁବନେଶ୍ୱର, ଆସନ୍ତା ମେ ୧୮ ତାରିଖରୁୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ମେ ୧୮ରୁ ଆରମ୍ଭ ହୋଇ ଜୁନ୍ ୧୨ ତାରିଖରେ ଶେଷ ହେବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ସମସ୍ତ ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ଏହି ପରୀକ୍ଷା ହେବ । ଏହି ସେହିିପରି ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମେ ୨୮ ତାରିଖରେ ହେବ ବୋଲି ସୂଚନା ରହିଛି ।