ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୯,୪୦୯ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୬୮ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୨୧୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୨୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧,୧୨,୩୧୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୮୫୭ ଜଣ ମୃତ୍ୟୁବରଣ କରିଛନ୍ତି ।