
ସହକାରୀ ଯନ୍ତ୍ରୀଙ୍କୁ ମାଡ଼ ଅଭିଯୋଗ : ପୁଇଁତଳା ବ୍ଲକ୍ ଉପାଧ୍ୟକ୍ଷ ଗିରଫ
ବଲାଙ୍ଗିର, ସହକାରୀ ଯନ୍ତ୍ରୀଙ୍କୁ ମାଡ଼ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ୍ ଉପାଧ୍ୟକ୍ଷ ସନ୍ତୋଷ ଗୁରାଣ୍ଡିଙ୍କୁ ପୋଲିସ ଗିରଫ କରିଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
