ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୮,୫୯୩ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୦୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ପଂଜାବରେ ଗତ ୨୪ ଘଂଟାରେ ୫୬୬ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୫୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୭୦ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୭୯୯ ହୋଇଛିା