କର୍ଣାଟକରେ ଗତ ୨୪ ଘଂଟାରେ ୫୭୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୫୦,୨୦୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୩୨୦ଜଣଙ୍କର ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୫୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୮,୮୪୯ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୦୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା