ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୫୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୪୩୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୪୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୯,୦୯୨ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୦୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା