
ଆଇଜଲ, ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୧ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୪୨୭ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୨୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୯,୬୮୧ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୧୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO