ଜୟପୁକ, ରାଜସ୍ଥାନରେ ଗତ ୨୪ ଘଂଟାରେ ୨୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ କାହାରି ମୃତ୍ୟୁ ଘଟି ନାହିଁ ି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୨୦,୭୭୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨୭୮୭ଜଣଙ୍କର ମୃତ୍ୟୁ ଘଟିଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୫୨୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୨୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୫୨,୫୬୫ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୩୪୬ ଜଣଙ୍କର ମୃତ୍ୟୁ ଘଟିଛି ।