ଓଡିଶା ନାଳରୁ ରାଜମିସ୍ତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ desk March 5, 2021 ବଲାଙ୍ଗିର,ବଲାଙ୍ଗିର ଟାଉନ୍ ଥାନା ଗେଟ୍ ସରୋବରପଡ଼ା ନାଳ ଭିତରୁ ଜଣେ ରାଜମିସ୍ତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରିବା ପରେ କେହି ଏଠାରେ ଫିଙ୍ଗି ଦେଇ ଚାଲି ଯାଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । Tags: Dead body rescued from drain murder suspect Continue Reading Previous: ସେବା ଓ ସ୍ୱାଭିମାନ ଥିଲା ବିଜୁ ବାବୁଙ୍କ ଆଦର୍ଶ – ନବୀନ ପଟ୍ଟନାୟକNext: କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ : ଡ଼୍ରାଇଭର ମୃତ, ହେଲପର୍ ଗୁରୁତର Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ ଓଡିଶା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ November 6, 2025 କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ଓଡିଶା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ November 6, 2025 ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ ଓଡିଶା ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ November 6, 2025