ଭୁବନେଶ୍ୱର, ଆଜି ପଂଚାୟତିରାଜ ଦିବସ ଉପଲକ୍ଷେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ରହିବ । ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏସମ୍ପର୍କରେ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ପ୍ରିନ୍ସିପାଲମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO