
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୦,୫୫୬ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୭୩ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ପଂଜାବରେ ଗତ ୨୪ ଘଂଟାରେ ୧୧୭୯ କରୋନାର ନୂଆ ମାମଲା
ଚଣ୍ଡିଗଡ ,ପଂଜାବ ଗତ ୨୪ ଘଂଟାରେ ୧୧୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୧୬୪ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୯୧୦ ହୋଇଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO