
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି ।  ଏହି ସମୟ ମଧ୍ୟରେ ୦୩ ଜଣଙ୍କର ମୃତ୍ୟୁ  ଘଟିଛି ।  ଦିଲ୍ଲୀ  ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୪୧,୩୪୦ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ    ୧୦,୯୨୪  ଜଣଙ୍କର ମୃତ୍ୟୁ ଘଟିଛିା