ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୩ ଗିରଫ, ୭୬୫ ବାହନ ଜବତ desk March 10, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୭୬୫ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୩୦,୫୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ପ୍ରବେଶିକା ପରୀକ୍ଷାNext: ଗୋଟିଏ ଦିନରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025