ଆନ୍ଧ୍ର ପ୍ରଦେଶରେ କରୋନାର ୧୧୮ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୧୮ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୨,୬୭୦ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୭୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।