ଭୁବନେଶ୍ୱର,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତିର ବର୍ଷ ପୂର୍ତି ଅବସରରେ ଅଭିନନ୍ଦନ ଜଣାଇଛନ୍ତି ।ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତିର ୭ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ବିଶ୍ୱରେ ବସବାସ କରୁଥିବା ଓଡ଼ିଆ ଭାଷାଭାଷୀଙ୍କୁ ଅଭିନନ୍ଦନ । ବନ୍ଦେ ଉତ୍କଳ ଜନନୀ ।
Related Stories
May 16, 2024