ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୧,୦୦୪ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୭୭ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।