ଓଡିଶା ବସ୍ ରୁ ୨୦ କେଜି ଗଞ୍ଜେଇ ଜବତ : ୨ ଅଟକ desk March 12, 2021 ନବରଙ୍ଗପୁର,ରାତ୍ରୀକାଳୀନ ପାଟ୍ରୋଲିଂ ବେଳେ ମଇଦଲପୁର ନିକଟରେ ଦାମନଯୋଡ଼ିରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହି ବସ୍ ମଧ୍ୟରୁ ଦୁଇଟି ବ୍ୟାଗ୍ ରେ ଚାଲାଣ ହେଉଥିବା ୨୦ କେଜି ଗଞ୍ଜେଇ ଜବତ ହୋଇଛି । ଘଟଣାରେ ଜଣେ ଯୁବକ ଓ ଅନ୍ୟ ଜଣେ ଯୁବତୀଙ୍କୁ ଅଟକ ରଖି ପୋଲିସ ପଚରା ଉଚୁରା ଚଳାଇଛି । Tags: 20 KG Ganja seized : 2 detained Continue Reading Previous: ବେଲଗୁଣ୍ଠା ସହର ସିସିଟିଭି ନଜରରେNext: ପିଲଗ୍ରୀମ୍ ରୋଡ଼ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ : ୨୦ରୁ ଉର୍ଦ୍ଧ୍ୱ ଦୋକାନ ଗୃହ ଓ ଘର ଭଙ୍ଗାଗଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025