
ଭୁବନେଶ୍ୱର, ଆଜି ଠାରୁ ବିଧାନସଭାରେ ବିଭିନ୍ନ ବିଭାଗର ବଜେଟ୍ ଅନୁଦାନ ଦାବି ଉପରେ ଆଲୋଚନା ଆରମ୍ଭ ହେବ । ଶନିବାର ଦିନ ଦ୍ୱିତୀୟାର୍ଦ୍ଧ ବୈଠକରେ ନିର୍ମାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ପୂର୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ୭୦୦୭,୨୮,୧୪,୦୦୦ ଟଙ୍କାର ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ ୫୪୮୮,୫୮,୭୮,୦୦୦ ଟଙ୍କାର ଖର୍ଚ୍ଚଦାବି ଉପସ୍ଥାପନ କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO