ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୭୫ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟକରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୧,୫୬୩ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୮୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫,୬୦୨ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫,୬୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨,୯୭,୭୯୩ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୨,୮୧୧ ଜଣ ମୃତ୍ୟୁବରଣ କରିଛନ୍ତି ।