ଓଡିଶା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗ : ବାପ ପୁଅ ଗିରଫ desk March 15, 2021 ବୌଦ୍ଧ, ମାଧପୁର ରେଞ୍ଜ୍ ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ବାପ ପୁଅଙ୍କୁ ଗିରଫ କରିଛି ବନ ବିଭାଗ । ସେମାନଙ୍କ ନିକଟରୁ ଦୁଇଟି ଟାଙ୍ଗିଆ ଓ ଦିଆସିଲି କାଠି ଜବତ କରାଯାଇଛି । ଅଭିଯୁକ୍ତ ଦ୍ୱୟ ହେଲେ ମାଧପୁର କଲୋନୀ ସାହିର ଆସନ ମାଝୀ ଓ ତାଙ୍କ ପୁଅ ଶ୍ୟାମଘନ ମାଝି । Tags: 2 arrested by forest dept Continue Reading Previous: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ; ହତ୍ୟା ପରେ ପୋଡ଼ାଯାଇଥିବା ସନ୍ଦେହ Next: ରାଇଗାଁରେ ଭାଲୁ ଆତଙ୍କ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓଡିଶା ଏଆଇ(କୁତ୍ରିମ ବୁଦ୍ଧିମତ୍ତା) ସମ୍ମିଳନୀ ୨୦୨୫ ନିମନ୍ତେ ସାମ୍ବାଦିକ ସମ୍ମିଳନୀ 1 min read ଓଡିଶା ଓଡିଶା ଏଆଇ(କୁତ୍ରିମ ବୁଦ୍ଧିମତ୍ତା) ସମ୍ମିଳନୀ ୨୦୨୫ ନିମନ୍ତେ ସାମ୍ବାଦିକ ସମ୍ମିଳନୀ December 18, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପନୀ ସମାରୋହ ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପନୀ ସମାରୋହ December 18, 2025 ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 1 min read ଓଡିଶା ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ December 18, 2025