
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୪୩,୬୯୬ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୪୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ହରିଆଣାରେ ଗତ ୨୪ ଘଂଟାରେ ୪୪୦ କରୋନାର ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୪୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୭୫,୧୩୭ ହୋଇଛି ।