କରୋନା ଯୋଗୁ ପୂରା ଶିକ୍ଷା ବର୍ଷ ପ୍ରଭାବିତ ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଅଫ୍ଲାଇନ୍ରେ କୌଣସି ଶିକ୍ଷା ଗ୍ରହଣ କରି ନାହାନ୍ତି । ଅନ୍ଲାଇନ୍ ପାଠପଢ଼ା ସେବା ସବୁଠି ଫଳପ୍ରଦ ହୋଇପାରିନାହିଁ । ତେଣୁ ପରୀକ୍ଷା କରିବା ଅସମ୍ଭବ । ଅପରପକ୍ଷେ, ଏବେ ନବମ, ଦଶମ, ଏକାଦଶ ଓ ଦ୍ୱାଦଶ କ୍ଲାସ ଚାଲିଛି । ପିଲାମାନେ ଅଫ୍ଲାଇନ୍ରେ ପାଠ ପଢ଼ୁଛନ୍ତି । ତେଣୁ ସେମାନେ ଅଫ୍ଲାଇନ୍ ପରୀକ୍ଷା ଦେବାରେ କିଛି ଅସୁବିଧା ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ କହିଛନ୍ତି ।
Related Stories
November 24, 2024