ଭୁବନେଶ୍ୱର,ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୦ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୭୦୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୨,୯୮,୫୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Related Stories
April 26, 2024