ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୫ ଗିରଫ, ୬୨୬ ବାହନ ଜବତ desk March 23, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୫ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୬୨୬ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୧୧,୭୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ପୁରୀ ଷ୍ଟେସନରେ ଥିବା ସ୍ମୃୃତି ସ୍ତମ୍ଭରେ ଗାନ୍ଧୀଙ୍କ ସମ୍ପର୍କରେ ଭ୍ରାମକ ତଥ୍ୟ ସମ୍ପର୍କରେ ଅନୁସନ୍ଧାନ ପାଇଁ ଦାବି କଲେ ସନ୍ତୋଷ ସିଂହ ସାଲୁଜା Next: ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ଫେରିଲା ଜଗା ; ଯତ୍ନ ନେଉଛନ୍ତି ସ୍ୱତନ୍ତ୍ର ଡ଼ାକ୍ତରୀ ଦଳ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ବ୍ୟକ୍ତିଗତ ଡିଜିଟାଲ୍ ତଥ୍ୟ ସୁରକ୍ଷା (DPDP) ଆଇନ, ୨୦୨୩ ଉପରେ ଏକ ଦିନିକିଆ କର୍ମଶାଳା ଆୟୋଜିତ 1 min read ଓଡିଶା ବ୍ୟକ୍ତିଗତ ଡିଜିଟାଲ୍ ତଥ୍ୟ ସୁରକ୍ଷା (DPDP) ଆଇନ, ୨୦୨୩ ଉପରେ ଏକ ଦିନିକିଆ କର୍ମଶାଳା ଆୟୋଜିତ November 29, 2025 ECINet ଡିଜିଟାଲ୍ ପ୍ଲାଟଫର୍ମକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ଆହ୍ୱାନ କରିଛି ମତାମତ 1 min read ଓଡିଶା ECINet ଡିଜିଟାଲ୍ ପ୍ଲାଟଫର୍ମକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ଆହ୍ୱାନ କରିଛି ମତାମତ November 29, 2025 ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ 1 min read ଓଡିଶା ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.o ୱେବସାଇଟ୍ ଶୁଭାରମ୍ଭ November 29, 2025