ଗୁଜରାତରେ ଗତ ୨୪ ଘଂଟାରେ କରୋନାର ୧,୬୪୦ ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧,୬୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୮,୬୪୯ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୪,୪୫୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ପଂଜାବରେ ଗତ ୨୪ ଘଂଟାରେ ୨୩୧୯ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୨୩୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୬୨୮ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୬,୩୮୨ ହୋଇଛିା