କର୍ଣାଟକରେ ଗତ ୨୪ ଘଂଟାରେ ୧,୪୪୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୪୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୭୧,୬୪୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୪୪୪ ଜଣଙ୍କର ମୃତ୍ୟୁ ଘଟିଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୩୧୦ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୩୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୪,୦୪୪ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୯୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।