ଚଣ୍ଡିଗଡ ,ପଂଜାବ ଗତ ୨୪ ଘଂଟାରେ ୨,୨୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯,୪୦୩ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୬,୪୩୫ ହୋଇଛିା
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୮,୬୯୯ କରୋନାର ନୂଆ ମାମଲା
ମୁମ୍ବାଇ ,ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୮,୬୯୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୫,୩୩,୦୨୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୩,୫୮୯ ଜଣ ମୃତ୍ୟୁବରଣ କରିଛନ୍ତି ।