ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୦୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୭୩,୬୫୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୪୪୯ ଜଣଙ୍କର ମୃତ୍ୟୁ ଘଟିଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୪୯୨ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୪,୫୩୬ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୯୩ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।