ଓଡିଶା ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଫୁଟି ମହିଳା ଗୁରୁତର desk March 25, 2021 ଢ଼େଙ୍କାନାଳ, ଢ଼େଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ତଳସାହି ଗ୍ରାମରେ ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଫୁଟି ଜଣେ ମହିଳା ଗୁରୁତର ହୋଇଛନ୍ତି । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । Tags: Bomb blast woman severely injured Continue Reading Previous: ଟ୍ରେନ୍ ରେ କଟି ହରିଣର ମୃତ୍ୟୁ Next: ରାସ୍ତା ଉପରେ ଜଳିଗଲା ଟ୍ରକ୍ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓଡିଶା ଏଆଇ(କୁତ୍ରିମ ବୁଦ୍ଧିମତ୍ତା) ସମ୍ମିଳନୀ ୨୦୨୫ ନିମନ୍ତେ ସାମ୍ବାଦିକ ସମ୍ମିଳନୀ 1 min read ଓଡିଶା ଓଡିଶା ଏଆଇ(କୁତ୍ରିମ ବୁଦ୍ଧିମତ୍ତା) ସମ୍ମିଳନୀ ୨୦୨୫ ନିମନ୍ତେ ସାମ୍ବାଦିକ ସମ୍ମିଳନୀ December 18, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପନୀ ସମାରୋହ ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପନୀ ସମାରୋହ December 18, 2025 ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 1 min read ଓଡିଶା ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ December 18, 2025