ଢ଼େଙ୍କାନାଳ, ଢ଼େଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ତଳସାହି ଗ୍ରାମରେ ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଫୁଟି ଜଣେ ମହିଳା ଗୁରୁତର ହୋଇଛନ୍ତି । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।
Related Stories
May 4, 2024