କଟକ, ୫ ଜଣିଆ ଡ଼କାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି କଟକ ଜିଲ୍ଲା ମଧୁପାଟଣା ଥାନା ପୋଲିସ । ଅଭିଯୁକ୍ତ ମାନଙ୍କ ନିକଟରୁ ୪ ଟି ବନ୍ଧୁକ ଓ ୮ ରାଉଣ୍ଡ ଅଫୁଟା ଗୁଳି ଜବତ ହୋଇଥିବା ନେଇ ପୋଲିସ ସୂତ୍ରରୁ ସୂଚନା ମିଳିଛି ।
Related Stories
April 26, 2024