ରାଷ୍ଟ୍ରୀୟ ହୋଲି ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ କେନ୍ଦ୍ର ଗୃହ ମନ୍ତ୍ରୀ desk March 29, 2021 ନୂଆଦିଲ୍ଲୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ହୋଲି ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ସମସ୍ତ ଦେଶବାସୀଙ୍କୁ ହୋଲିର ପବିତ୍ର ପର୍ବରେ ହାର୍ଦିକ ଶୁଭକାମନ।। ରଙ୍ଗ, ଉତ୍ସାହ, ଏକତା ଓ ସଦଭାବନାର ଏହି ମହାପର୍ବ ଆପଣଙ୍କ ଜୀବନରେ ସୁଖ, ଶାନ୍ତି ଓ ସୌଭାଗ୍ୟ ଆଣୁ । Tags: Home minister Continue Reading Previous: କରୋନାରେ ଦେଶରେ ଗତ ୨୪ ଘଂଟାରେ ୬୮,୦୨୦ ନୂଆ ମାମଲା Next: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025