କର୍ଣାଟକରେ ଗତ ୨୪ ଘଂଟାରେ ୨୭୯୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୭୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୮୯,୮୦୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୫୨୦ ଜଣଙ୍କର ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୧,୬୪୩ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୧,୬୪୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୩୬,୫୮୪ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୪,୨୮୩ ଜଣ ମୃତ୍ୟୁବରଣ କରିଛନ୍ତି