ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୨୯୧୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪,୧୪୩ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୬୩୯ କରୋନାର ନୂଆ ମାମଲା
କୋଲକାତା ,ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୬୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୮୫,୩୦୫ ହୋଇ ଯାଇଛି ।
ଉତର ପ୍ରଦେଶରେ ୧୩୬୮ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୧୩୬୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୮୬୬୯ ସକ୍ରିୟ ମାମଲା ରହିଛି ।