ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୩ ଗିରଫ, ୧୦୫୬ ବାହନ ଜବତ desk March 31, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୦୫୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୮,୧୮,୦୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: 23 arrested violating covid guideline Continue Reading Previous: ପିପିଲି ଉପନିର୍ବାଚନ ପାଇଁ ୧୫ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ Next: ଗୋଟିଏ ଦିନରେ ୨୯୭ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 16 December2025 Important news 1 min read ଓଡିଶା Indo Kaling Times 16 December2025 Important news December 16, 2025 ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ 1 min read ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ December 16, 2025 ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ 1 min read ଓଡିଶା ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ December 16, 2025