ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୩ ଗିରଫ, ୧୦୫୬ ବାହନ ଜବତ desk March 31, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୦୫୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୮,୧୮,୦୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: 23 arrested violating covid guideline Continue Reading Previous: ପିପିଲି ଉପନିର୍ବାଚନ ପାଇଁ ୧୫ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ Next: ଗୋଟିଏ ଦିନରେ ୨୯୭ କରୋନା ଆକ୍ରାନ୍ତ ଚିହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ ଓଡିଶା ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ April 28, 2024 ବଡମ୍ବା ନିର୍ବାଚନ ମଣ୍ଡଳୀର ଶତାଧିକ ନେତା-କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ଓଡିଶା ବଡମ୍ବା ନିର୍ବାଚନ ମଣ୍ଡଳୀର ଶତାଧିକ ନେତା-କର୍ମୀ ବିଜେଡି ଓ କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ April 28, 2024 “ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ” ଅଭ୍ୟାସଗତ ଆଚରଣବିଧି ଉଲଘଂନକାରୀ : ସମୀର ମହାନ୍ତି ଓଡିଶା “ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ” ଅଭ୍ୟାସଗତ ଆଚରଣବିଧି ଉଲଘଂନକାରୀ : ସମୀର ମହାନ୍ତି April 28, 2024