ଓଡିଶା ୩୩୦ ଗ୍ରାମ୍ ବ୍ରାଉନସୁଗାର ଜବତ : ଜଣେ ଗିରଫ desk March 31, 2021 ଭଦ୍ରକ, ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅନ୍ତର୍ଗତ କାରମେଲ୍ ସ୍କୁଲ ଛକରେ ଚଢ଼ଉ କରି ୩୩୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗାରର ମୂଲ୍ୟ ୩୩ ଲକ୍ଷରୁ ଉର୍ଦ୍ଧ୍ୱ ହେବ । ଘଟଣାରେ ଜଣକୁ ଗିରଫ କରାଯାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି । Tags: 330 Gram Brownsugar seized : 1 arrest Continue Reading Previous: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି : ୪ ଘଂଟା ବନ୍ଦ ରହିବ ଦର୍ଶନNext: ତିନି ମାଓବାଦୀଙ୍କ ଆତ୍ମସମର୍ପଣ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ ୨୦୨୫-୨୬ ଅନୁଷ୍ଠିତ 1 min read ଓଡିଶା ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ ୨୦୨୫-୨୬ ଅନୁଷ୍ଠିତ October 25, 2025 ବିହାର ନିର୍ବାଚନ ଏବଂ ଉପ-ନିର୍ବାଚନ ୨୦୨୫: ସମସ୍ତ ମତଦାନ କେନ୍ଦ୍ରରେ ସର୍ବନିମ୍ନ ସୁବିଧା ଏବଂ ଭୋଟର ସହାୟତା ସୁନିଶ୍ଚିତ କରାଯିବ 1 min read ଓଡିଶା ବିହାର ନିର୍ବାଚନ ଏବଂ ଉପ-ନିର୍ବାଚନ ୨୦୨୫: ସମସ୍ତ ମତଦାନ କେନ୍ଦ୍ରରେ ସର୍ବନିମ୍ନ ସୁବିଧା ଏବଂ ଭୋଟର ସହାୟତା ସୁନିଶ୍ଚିତ କରାଯିବ October 25, 2025 “ରିଫ୍ରେଶର୍ କୋର୍ସ ଇନ୍ ଫାର୍ଷ୍ଟ ଏଡ୍” ବିଷୟରେ ସୁରକ୍ଷା ଏବଂ ଗୁଣବତ୍ତା ସମ୍ପର୍କିତ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା ଓଡିଶା “ରିଫ୍ରେଶର୍ କୋର୍ସ ଇନ୍ ଫାର୍ଷ୍ଟ ଏଡ୍” ବିଷୟରେ ସୁରକ୍ଷା ଏବଂ ଗୁଣବତ୍ତା ସମ୍ପର୍କିତ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା October 25, 2025