ଭଦ୍ରକ, ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅନ୍ତର୍ଗତ କାରମେଲ୍ ସ୍କୁଲ ଛକରେ ଚଢ଼ଉ କରି ୩୩୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗାରର ମୂଲ୍ୟ ୩୩ ଲକ୍ଷରୁ ଉର୍ଦ୍ଧ୍ୱ ହେବ । ଘଟଣାରେ ଜଣକୁ ଗିରଫ କରାଯାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Related Stories
May 4, 2024