ଭୁବନେଶ୍ୱର, ଆଜି ରାଜ୍ୟ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ମସିହା ବଜେଟ୍ ଉପରେ ୧,୭୫,୮୯୦କୋଟି ୨୩ଲକ୍ଷ ୬୦ହଜାର କୋଟି ଟଙ୍କାର ବିନିୟୋଗ ବିଲ୍ ଉପସ୍ଥାପନ କରିବେ । ଏହା ଉପରେ ଦୀର୍ଘ ସମୟ ଧରି ଆଲୋଚନା ହେବାପରେ ତାହା ପାରିତ ହେବ ବୋଲି ଜଣାପଡ଼ିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO