
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୬୦,୬୧୧ ହୋଇ ଯାଇଛି ।ବର୍ତମାନ ଯାଏ ୧୧,୦୧୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ତାମିଲନାଡୁରେ ଗତ ୨୪ ଘଂଟାରେ ୨,୩୪୨ କରୋନାର ନୂଆ ମାମଲା
ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୨,୩୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୭୦୦ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧୪,୮୪୬ ଜଣ ମୃତ୍ୟୁବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO