
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୭,୯୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୪୦,୫୪୨ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୪,୪୨୨ ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ ଗତ ୨୪ ଘଂଟାରେ ୨,୯୭୫ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨,୯୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୯୨,୭୭୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୫୪୧ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO