ଓଡିଶା ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ desk April 1, 2021 ଭୁବନେଶ୍ବର, ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି। କରୋନା ବିରୁଦ୍ଧରେ ଓଡ଼ିଶାର ଲଢ଼େଇକୁ ପୂର୍ବପରି ବଜାୟ ରଖିବାକୁ ମଧ୍ୟ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। Tags: Governrer Continue Reading Previous: ଗୋଟିଏ ଦିନରେ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧Next: ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 29 April 2025 Important news 1 min read ଓଡିଶା Indo Kaling Times 29 April 2025 Important news April 29, 2025 ଜିଲା ଓଏଏସ ସଂଘର ବୈଠକ, ନୂତନ କର୍ମକର୍ତା ମନୋନୀତ ଓଡିଶା ଜିଲା ଓଏଏସ ସଂଘର ବୈଠକ, ନୂତନ କର୍ମକର୍ତା ମନୋନୀତ April 29, 2025 ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା : ଘରୋଇ ହସ୍ପିଟାଲଗୁଡ଼ିକୁ ତାଗିଦ୍ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ଓଡିଶା ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା : ଘରୋଇ ହସ୍ପିଟାଲଗୁଡ଼ିକୁ ତାଗିଦ୍ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ April 29, 2025