
ଏକ ଟ୍ୱିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ.ଡି.ଦେବଗୌଡାଙ୍କ ସହ କଥା ହେଲି ଏବଂ ତାଙ୍କର ଓ ତାଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲି । ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି” ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
