ଉତରାଖଂଡରେ ଗତ ୨୪ ଘଂଟାରେ ୫୦୦ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଂଡରେ ଗତ ୨୪ ଘଂଟାରେ ୫୦୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୦,୯୧୧.ହୋଇଛି
ଚଣ୍ଡିଗଡରେ ଗତ ୨୪ ଘଂଟାରେ ୨୫୭ କରୋନାର ନୂଆ ମାମଲା
ଚଣ୍ଡିଗଡ , ଚଣ୍ଡିଗଡରେ ଗତ ୨୪ ଘଂଟାରେ ୨୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୯୫୧ ହୋଇଛି । ବର୍ତମାନ ସୁଦ୍ଧା ଏଠାରେ ୩୮୦ ଜଣଙ୍କର ମୃତ୍ୟୁ ଘଟିଛି ।